ବଜ୍ରପାତରେ ଜଳିଗଲା ୨୦ ବଖରା : ୧୧ ପରିବାର ସର୍ବସ୍ବାନ୍ତ

ଭଦ୍ରକ ଅଫିସ, ୧ା୫-ଭଦ୍ରକ ତିହିଡି ବ୍ଲକ ଅଚକ ପଞ୍ଚାୟତ ଗୋପ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା, ପବନ, ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟି ୧୧ଟି ପରିବାରର ୨୦ରୁ ଊର୍ଦ୍ଧ୍ୱ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ସମସ୍ତେ ଘରେ ଶୋଇଥିବା ବେଳେ ଅଗ୍ନିକାଣ୍ଡ ହୋଇଥିଲା। ଘରଗୁଡିକ ପାଖାପାଖି ଲାଗି ରହିଥିବାରୁ ଚାହୁଁ ଚାହୁଁ ନିଆଁ ବ୍ୟାପିଯାଇଥିଲା। ନିଆଁ ଲାଗିବା ଦେଖି ଘରଲୋକ ଜୀବନବିକଳରେ ବାହାରକୁ ବାହାରି ଆସିଥିଲେ। ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ନିଆଁ ଆୟତ୍ତ ହୋଇ ନ ଥିଲା। ଅଗ୍ନିଶମ ବାହିନୀ ଗାଡି ଆସି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡରେ ଉକ୍ତ ଗ୍ରାମର କୃପାସିନ୍ଧୁ ଖୁଣ୍ଟିଆ, ନରହରି ଖୁଣ୍ଟିଆ, ବିଷ୍ଣୁମୋହନ ଖୁଣ୍ଟିଆ, ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆଙ୍କ ସମେତ ଆହୁରି ଅନେକ ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି। ଘରେ ଗଚ୍ଛିତ ଥିବା ଧାନ, ଚାଉଳ, ଆସବାବପତ୍ର, ଗାଡି ସବୁ ଜଳିପୋଡି ଛାରଖାର ହୋଇଯାଇଛି। ଖୋଲା ଆକାଶ ତଳେ ରହିଥିବା ଅଗ୍ନିବିପନ୍ନ ପ୍ରଶାସନର ସହାୟତାକୁ ଅନାଇ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri