ବଜ୍ରପାତରେ ଯୁବତୀଙ୍କ ଜୀବନଗଲା

ଭଞ୍ଜନଗର,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ହାତୀଗୁଡ଼ାରେ ଗୁରୁବାର ମଧ୍ୟାହ୍ନରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ ଟୁନି ପୋଲାଇ। ସେ ଜମିରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭଞ୍ଜନଗର ଡାକ୍ତରଖାନା ଆଣଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri