ବାରିପଦା ଅଫିସ/ରାଇରଙ୍ଗପୁର,୧୬ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ପଢିଆ ଗ୍ରାମ ନିକଟରେ ସୋମବାର ବଜ୍ରପାତରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଝାରପୋଖରିଆ ଥାନା ଅଧୀନ ପାନ୍ଧଡା ଗ୍ରାମର ଅଜୟ କୁମାର ଗୋଚ୍ଛାୟତ। ଆହତ ଅଞ୍ଜନା ଗୋଚ୍ଛାୟତଙ୍କୁ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଅପରାହ୍ନରେ ସ୍ବାମୀ ସ୍ତ୍ରୀ ଏକ ସ୍କୁଯିରେ ୨୨୦ ନଂ ଜାତୀୟ ରାଜପଥରେ ଘରକୁ ଫେରୁଥିବା ବେଳେ ପଢିଆ ନିକଟରେ ବଜ୍ରପାତର ଶିକାର ହୋଇଥିଲେ। ଘଟଣାସ୍ଥଳରେ ଅଜୟଙ୍କ ମୃତ୍ୟୁ ଘଟିଥିଲା।
ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା
ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...
ନିଜ ଘରେ ଦେଉଛନ୍ତି ଶିକ୍ଷା: ଉପାନ୍ତ ଅଞ୍ଚଳରେ ଶାଶୁ, ବୋହୂଙ୍କ ଅଙ୍ଗନଓ୍ବାଡି
ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩...
ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…
ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ...
ବାଲି ମାଫିଆଙ୍କ ଆକ୍ରମଣରେ ବେତନଟୀ ତହସିଲଦାରଙ୍କ କର୍ମଚାରୀ ଆହତ , ଦୁଇ ଗିରଫ
ବୈଶିଙ୍ଗା,୨୫|୧୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ତହସିଲଦାରଙ୍କ ଉପରେ ୧୮ ନଂ ଜାତୀୟ ରାଜପଥର ତୁଳସୀଚଉରା ନିକଟରେ ଚୋରା ବାଲି ଟ୍ରାକ୍ଟରକୁ ଅଟକାଇବା ଘଟଣାରେ ଉତକ୍ଷିପ୍ତ...
ରାଜ୍ୟରେ ବଢ଼ିଲା ବାଘ ସଂଖ୍ୟା, ଶିମିଳିପାଳରେ ଏତିକିରେ ପହଞ୍ଚିଲା…
ବାରିପଦା,୨୫ା୧୧: ଚଳିତବର୍ଷ ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ପିସିସିଏଫ୍ ପ୍ରେମ କୁମାର ଝା ସୂଚନା ଦେଇଛନ୍ତି। ଚଳିତ ବର୍ଷ ଶିମିଳିପାଳରେ ବାଘ ସଂଖ୍ୟା...
ବାରିପଦାରେ ଚାଞ୍ଚଲ୍ୟ: ପୋଖରୀରୁ ମିଳିଲା ନିଖୋଜ ଓକିଲଙ୍କ କାର, ପଚା ଗନ୍ଧରେ …
ବାରିପଦା,୨୪।୧୧(ନୀଳାଦ୍ରି ଦଣ୍ଡପାଟ): ସନ୍ଦେହଜନକ ଅବସ୍ଥାରେ ପୋଖରୀରୁ ନିଖୋଜ ଓକିଲଙ୍କ କାର ଉଦ୍ଧାର କରାଯଇଛି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବାରିପଦା ସାରସକଣା ଝାରପୋଖରିଆ ଥାନା...
Archives


