ବଜ୍ରପାତରେ ୨ ଗୁରୁତର

ଚମ୍ପୁଆ,୨୮ା୫ (ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ପତଳା ଗ୍ରାମରେ ଗୁରୁବାର ସକାଳେ ବଜ୍ରପାତରେ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାର୍ବତୀ ପାତ୍ର ଓ ଝୁମି ପାତ୍ର। ଗାଧେଇବାକୁ ଯାଉଥିବା ବେଳେ ସେମାନେ ବଜ୍ରପାତର ଶିକାର ହୋଇଥିଲେ। ପରିବାରେ ଉଭୟଙ୍କୁ ଉଦ୍ଧାର ଚମ୍ପୁଆ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ଏହି ବଜ୍ରପାତ ନଟବର ପାତ୍ରଙ୍କ ଘରର କୋଣକୁ ମାରିଥିଲା। ଫଳରେ ଘରର ଅଜବେଷ୍ଟ ଗୁଡିକ ଭାଙ୍ଗି ଚୁରମାର ହୋଇଯାଇଛି। ଏପରିକି ଘର ଭିତରେ ବସ୍ତାରେ ଥିବା ଚାଉଳ ଓ ରୋଷେଇ ସାମଗ୍ରୀ ସହିତ ବିଦ୍ୟୁତ ବୋର୍ଡ ଓ ତାର ସବୁ ନଷ୍ଟ ହୋଇଯାଇଛି। ଏ ନେଇ ସ୍ଥାନୀୟ ତହସିଲଦାର ଆଲୋକ କୁମାର ପଟେଲ ଖବର ପାଇ ରାଜସ୍ବ ନିରୀକ୍ଷକଙ୍କ ତଦନ୍ତକୁ ଭିତ୍ତିକରି ସରକାରଙ୍କ ଗାଇଡ ଲାଇନ ଅନୁଯାୟୀ ତୁରନ୍ତ ପଲିଥିନ ଯୋଗାଇ ଦିଆଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri