ବଜ୍ରପାତରେ ଗଲା ୭ ଗୋରୁଙ୍କ ଜୀବନ

ଶଙ୍କରାଖୋଲ,୩ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବସ୍ତିଙ୍ଗିଆ ପଞ୍ଚାୟତ ନିକଟ ଗୁଡିରିଗଁାରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୭ଗୋରୁଙ୍କ ମୃତ୍ୟୁ ହୋଇଛି। ଅପରାହ୍ନରେର ଗୋରୁଗୁଡିକ ଚରୁଥିବାବେଳେ ବର୍ଷା ହେବାରୁ ଆମ୍ବଗଛ ତଳକୁ ପଳାଇଥିଲେ। ସେହି ସମୟରେ ବଜ୍ରପାତ ହେବାରୁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଯଦୁମଣି କହଁର ଓ ଲାଲୁ କହଁରଙ୍କର ଗୋଟିଏ ଲେଖାଏ ବଳଦ ଓ ସରସ୍ତନ କହଁର, ପ୍ରଶ୍ନ କହଁର, ଅକ୍ଷୟ ବଗର୍ତ୍ତୀ, ଲଡୁ କିଶୋର ବଗର୍ତ୍ତୀଙ୍କର ୫ଟି ଗାଈଙ୍କ ରହିଛି। ଏମାନେ ଗରୀବ ଶ୍ରେଣୀ ର ହୋଇଥିବାରୁ ସରକାରୀ ସାହାଯ୍ୟ ଯୋଗାଇଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri