ବଜ୍ରପାତ ନେଲା ନାବାଳକଙ୍କ ଜୀବନ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ମାଣ୍ଡିଆଢ଼ିପା ଗ୍ରାମରେ ସୋମବାର ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର ଚୂଡ଼ାମଣି ମାଝୀଙ୍କ ପୁଅ ନିର୍ମଳ। ସକାଳୁ ସେ ଛେଳି ଚରାଇବାକୁ ଯାଇଥିଲେ। ଏତିକିବେଳେ ବର୍ଷା ହୋଇଥିଲା । ଫଳରେ ସେ ଏକ ଗଛମୂଳେ ଆଶ୍ରୟ ନେଇଥିଲେ ଏବଂ ଏହି ସମୟରେ ବଜ୍ରପାତ ହୋଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପାଇକମାଲ ଡାକ୍ତରଖାନାକୁ ଅଣାଯାଇଥିଲା । ମାତ୍ର ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା । ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ, ପାଇକମାଲ ତହସିଲଦାର ମନୋଜ କୁମାର ମେହେର ପ୍ରମୁଖ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଥିଲେ ଏବଂ ଅନୁକମ୍ପା ରାଶି ପ୍ରଦାନ ଦିଗରେ ବିହିତ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri