ବଡ଼ବିଲ କେଜେଏସ୍‌ ପିଲେଟ ପ୍ଲାଣ୍ଟରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଡ଼ବିଲ,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ କେଜେଏସ୍‌(କମଲଜିତ ସିଂହ ଆହଲୁୱାଲିଆ)ଙ୍କ ଶ୍ରୀଜଗନ୍ନାଥ ଷ୍ଟିଲ୍‌ସ ଆଣ୍ଡ ପାୱାର ଲିମିଟେଡ୍‌ ପିଲେଟ ପ୍ଲାଣ୍ଟ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସେମାନେ ସେଠାରେ ଦୀର୍ଘ ଦେଢ଼ବର୍ଷ ଧରି କାର୍ଯ୍ୟରତ ଅଛନ୍ତି। ମାତ୍ର ବାରମ୍ବାର ଦାବି ପରେ ଗତ ତିନିମାସ ତଳେ ସେମାନଙ୍କୁ ପରିଚୟପତ୍ର ଓ ଜଏନିଂ ଲେଟର ମିଳିଥିବା ସେମାନେ କହିଛନ୍ତି। ମାତ୍ର କମ୍ପାନୀ ପକ୍ଷରୁ ସେମାନଙ୍କୁ ପେମେଣ୍ଟ ସ୍ଲିପ୍‌ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଶ୍ରମିକମାନେ ପ୍ରଥମ ସିଫ୍ଟରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିବା ଜଣାପଡିଛି। ତେବେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri