ବଡବିଲ,୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ସୁନ୍ଦରା ବସ୍ତି ଅଞ୍ଚଳର ଶିବ କୁମାର ଗିରିଙ୍କ ଘରୁ ଗତ ଏପ୍ରିଲ ୧୬ ତାରିଖରେ ଚୋରି ହୋଇଥିଲା। ଏ ନେଇ ପୋଲିସ ଏକ ମାମଲା (ନଂ. ୭୪/୨୦) ରୁଜୁକରି ତଦନ୍ତ ଚଳାଇଥିଲା। ଏଥିରେ ମମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଶୁକ୍ରବାର ପୋଲିସ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ବଡବିଲ ତିରିୟା ହଟିଂ ଅଞ୍ଚଳର ସୁନୀଲ ପାତ୍ର ଏବଂ ସେଡିଂ ଅଞ୍ଚଳର ମଧୂସୂଦନ ଦାସ। ସେମାନଙ୍କ ନିକଟରୁ ଚୋରି ହୋଇଥିବା ସାମଗ୍ରୀ କଂସା ଓ ଗ୍ୟାସ ସିଲିଣ୍ଡରକୁ ପୋଲିସ ଜବତ କରିଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଚଳଚଞ୍ଚଳ କ୍ୟାମ୍ପସ ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା
ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…
ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ
ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…
ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…
୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍ଦାର ଲଢ଼େଇ
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…
ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ
ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…
ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…
ଓଲଟିଲା ବସ୍: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…
ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…
ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ
କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

