ବଡ଼ସାହି-ବେତନଟୀ ରାସ୍ତାରେ ଦୁଇ ବାଇକ ମୁହାଁମୁହିଁ: ୧ମୃତ, ୧ଗୁରୁତର

ବଡ଼ସାହି, ୭।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ବଡ଼ସାହି-ବେତନଟୀ ରାସ୍ତାର ବାଘମରା ନିକଟରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ବଡ଼ସାହି ଥାନା ଅଧୀନ ବିଦାଖୁଣ୍ଟା ଗ୍ରାମର ତପନ ମହାନ୍ତ(୪୦)। ଗୁରୁତରଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ବେତନଟୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଚକ୍ର ବାନାରେ ବସିଲା ଚିଲ: ଅଶୁଭ ସଂକେତ, ଘଟିପାରେ…

ପୁରୀ,୨୬ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ସୋମବାର ପୂର୍ବାହ୍ନରେ କିଛି ସମୟ ଧରି ଏକ ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛି ମାସ ବ୍ୟବଧାନ ପରେ ଏହା…

ଭୋଜି ଭାତ ଖାଇ ୪ ମୃତ୍ୟୁ: ଗାଁରେ ପହଞ୍ଚି ସ୍ଥିତି ପରଖିଲେ ଜିଲାପାଳ, ୧୫ ଦିନ ଯାଏ ପୋଖରୀ ପାଣି ମନା

ସୁନ୍ଦରଗଡ,୨୬।୫(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିର ବ୍ଲକ ନୂଆଡିହି ଗାଁରେ ଏକ ଶୁଦ୍ଧ କ୍ରିୟା ଭୋଜି ଖାଇ ୪ଜଣଙ୍କ ମୃତ୍ୟୁ ଘଟଣା ପରେ ସୋମବାର ଜିଲାପାଳ,…

କାଳବୈଶାଖୀ ବର୍ଷା ପାଣି ଯୋଗୁ ଧସିଲା ପୋଲର ସୁରକ୍ଷା ପାଚେରୀ, ଭୟରେ ପଞ୍ଚାୟତବାସୀ

ନନ୍ଦପୁର ୨୫।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ଖେମୁଣ୍ଡୁଗୁଡା ପଞ୍ଚାୟତକୁ ସଂଯୋଗୀ ଆରଡି ରାସ୍ତାରେ ଥିବା ଏକ…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ…

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

୮୦ କିମି ବେଗରେ ଝଡ ପବନ! ସତର୍କତା ଜାରି କଲା IMD, ଓଡ଼ିଶା ସମେତ…

ନୂଆଦିଲ୍ଲୀ,୨୬।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶର ବାନ୍ଦା ଏବଂ ବିଦର୍ଭର ବ୍ରହ୍ମପୁରୀରେ ତାପମାତ୍ରା ୪୭ଡିଗ୍ରୀରୁ ଅଧିକ ରହିଥିଲା। ଛତରପୁରର ଖଜୁରାହୋରେ ୪୭.୨…

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri