ବଡ଼ ପେଟ ସମସ୍ୟା ନେଇ ଚିନ୍ତିତ କି … ପ୍ରତିଦିନ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନ ସମୟରେ ବଡ଼ ପେଟ ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ହେଉ କିମ୍ବା ଗୋଟିଏ ଜାଗାରେ ବେଶି ସମୟ ବସି କାମ କରିବା ଫଳରେ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଉଛି। ଯଦି ଏହି ସମସ୍ୟା ଆପଣଙ୍କଠାରେ ରହିଛି, ତେବେ ଘରୋଇ ଉପାୟରେ ଏହାର ସମାଧାନ କରନ୍ତୁ।

ପେଟ କମ୍‌ କରିବାରେ କାକୁଡ଼ି ଓ ଲେମ୍ବୁପାଣିର ଭୂମିକା ଗୁରୁତ୍ୱପୂର୍ଣ୍ଣ। କାକୁଡ଼ି ଖାଇବା ଫଳରେ ଶରୀରରେ ଚର୍ବି ଅଂଶ କମ୍‌ ହୋଇଥାଏ। ସେହିପରି ଲେମ୍ବୁ ପେଟର ଚର୍ବି ଅଂଶକୁ କମ୍‌ କରିଥାଏ। ସେଥିପାଇଁ ପ୍ରତିଦିନ ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ୍‌ କାକୁଡ଼ି ଜୁସ୍‌ ପିଇବା ଫଳରେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।

ଜୁସ୍‌ ପ୍ରସ୍ତୁତି ପାଇଁ ସାମଗ୍ରୀ:
୨ଟି କାକୁଡ଼ି
୨ଚାମଚ ଲେମ୍ବୁରସ
ଛୋଟ ଅଦା ଖଣ୍ଡ
ଅଳ୍ପ ଜିରା ପାଉଡର
୩/୪ ଟି ପୋଦିନାପତ୍ର
ସ୍ବାଦ ଅନୁସାରେ କଳା ଲୁଣ/ ସାଦା ଲୁଣ

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କାକଡ଼ିରୁ ଚୋପା ଛଡ଼ାଇ ସେଥିରେ ଅଦା ଓ ପୋଦିନା ପତ୍ର ପକାଇ ମିଶ୍ରଣ କରନ୍ତୁ। ଏଥିରେ ଲେମ୍ବୁରସ, ଜିରା ପାଉଡର, ସ୍ବାଦ ଅନୁସାରେ କଳା କିମ୍ବା ଧଳା ଲୁଣ ମିଶାଇ ଶୋଇବା ପୂର୍ବରୁ ପିଅନ୍ତୁ। ଫଳରେ ପେଟ କମ୍‌ ହୋଇଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri