ମୋବାଇଲ ହେଲା କାଳ: ବଡ଼ ଭାଇର ଠେଙ୍ଗା ମାଡ଼ରେ ଚାଲିଗଲା ସାନ ଭାଇର ଜୀବନ

ରାୟଗଡ଼ା ଅଫିସ,୧୮।୬-ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ ହୋଇଛି। ଏଭଳି ଘଟଣା ରାୟଗଡ଼ା ଜିଲା କାଶୀପୁର ଥାନା ପଣସଗୁଡ଼ା ଗ୍ରାମରେ ଗୁରୁବାର ଦେଖିବାକୁ ମିଳିଛି। ସାମାନ୍ୟ ମୋବାଇଲ ବ୍ୟବହାରକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ କଥା କଟାକଟି ହେବା ପରେ ବଡ଼ ଭାଇ ପିନଟୁ ମାଝୀ ସାନ ଭାଇ ପପୁ ମାଝୀଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ପପୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।
ପ୍ରକାଶ ଯେ, ଗତ କିଛିଦିନ ତଳେ ଦୁଇ ଭାଇ ତେଲେଙ୍ଗାନାଙ୍କୁ ଫେରି କାଶୀପୁର ବ୍ଲକରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ରହିଥିଲେ। ତେବେ ଆଜି ହଠାତ ମୋବାଇଲ ବ୍ୟବହାରକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରେ କାଶୀପୁର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ଅନ୍ୟପଟେ ଅଭିଯୁକ୍ତ ପିନଟୁଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରା ଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri