ବଡ ପରଦାକୁ ଫେରିବେ ଶାହାରୁଖ!

ମୁମ୍ବାଇ: ଦୀର୍ଘ ପ୍ରାୟ ୨ ବର୍ଷର ବ୍ରେକ୍‌ଅପ୍‌ ପରେ ପୁଣିଥରେ ଶାହାରୁଖ ଖାଁ ବଡ ପରଦାକୁ ଫେରିବେ ବୋଲି ଶୁଣିବାକୁ ମିଳିଛି। ଏଥର କୁଆଡେ ସେ ରାଜକୁମାର ହିରାନିଙ୍କ ଫିଲ୍ମ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଯଦି କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ ଅବା ଅନ୍‌ଲକରେ କିଛି ଅସୁବିଧା ଦେଖା ନ ଯାଏ ତେବେ ଶାହାରୁଖଙ୍କ ଫିଲ୍ମ ଅକ୍ଟୋବର ସୁଦ୍ଧା ଶୁଟିଂ କରାଯିବା ଯୋଜନା ରହିଛି। ଏହାରି ଭିତରେ ବଲିଉଡ୍‌ ବାଦଶାହା ଶାହାରୁଖ ପାଖାପାଖି ୨୦ଟି ସ୍କ୍ରିପ୍ଟ ପଢି ସାରିଥିବା ବେଳେ ଶେଷକୁ ହିରାନିଙ୍କ ସହ କାମ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ…

‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ

ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri