ବଢ଼ିବ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦୁଇ ଦିନିଆ ସିଡିଏମ୍‌ଓ ସମ୍ମିଳନୀ ଚାଲିଛି। ଏହି ସମ୍ମିଳନୀର ଦ୍ୱିତୀୟ ଦିନରେ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି। ପୂର୍ବରୁ ଏହା ୬୮ ବର୍ଷ ରହିଥିବା ବେଳେ ଏବେ ଏହାକୁ ବୃଦ୍ଧି କରାଯାଇ ୭୦ କରାଯିବ। ଏ ନେଇ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି।

ବୁଧବାର ସମ୍ମିଳନୀକୁ ଉଦ୍‌ଘାଟନ କରିବା ଅବସରରେ ମନ୍ତ୍ରୀ ଦାସ ସିଡିଏମ୍‌ଓଙ୍କୁ ବହୁ ମୂଲ୍ୟବାନ ପରାମର୍ଶ ଦେଇଥିଲେ। ସ୍ବାସ୍ଥ୍ୟ ବିଭାଗର ଭିଜନ-୨୦୨୫ ପଲିସି ନେଇ ସିଡିଏମ୍‌ଓଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?