ବଢ଼ିଲା ଖରାଛୁଟି, ୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ବିଦ୍ୟାଳୟର ଖରାଛୁଟି ଅବଧିକୁ ବଢ଼ାଇଛନ୍ତି। ତଦନୁଯାୟୀ  ସ୍କୁଲଗୁଡ଼ିକ ଆସନ୍ତା ୨୫ ତାରିଖ ଯାଏଁ ଛୁଟି ରହିବ ଓ ୨୬ ତାରିଖରେ ଖୋଲିବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ସୂଚନା ଦେଇଛନ୍ତି।

ପୂର୍ବରୁ ଜୁନ ୧୯ରେ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ଖୋଲିବ ବୋଲି ଘୋଷଣା ହୋଇଥିଲା। ଏବେ ଏହି ଅବଧିକୁ ଜୁନ ୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ମୌସୁମୀ ଆସିବାରେ ବିଳମ୍ବ ଯୋଗୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇଛି। ଏଣୁ ପିଲାମାନଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଖରାଛୁଟି ବଢ଼ାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri