ଭୁବନେଶ୍ୱର,୩୧।୮(ବ୍ୟୁରୋ): ଅଗଷ୍ଟ ୩୧କୁ ରାସନକାର୍ଡ- ଆଧାର ଲିଙ୍କ୍ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଥିଲା। ତେବେ ଶନିବାର ଏହାର ସଂଯୋଗ ଅବଧିକୁ ସରକାର ବଢ଼ାଇ ଦେଇଛନ୍ତି। ସେପ୍ଟେମ୍ବର ୧୫ ଯାଏ ଏହି ଅବଧି ବଢ଼ାଯାଇଥିବା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି।
ଭୁବନେଶ୍ୱର,୩୧।୮(ବ୍ୟୁରୋ): ଅଗଷ୍ଟ ୩୧କୁ ରାସନକାର୍ଡ- ଆଧାର ଲିଙ୍କ୍ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଥିଲା। ତେବେ ଶନିବାର ଏହାର ସଂଯୋଗ ଅବଧିକୁ ସରକାର ବଢ଼ାଇ ଦେଇଛନ୍ତି। ସେପ୍ଟେମ୍ବର ୧୫ ଯାଏ ଏହି ଅବଧି ବଢ଼ାଯାଇଥିବା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି।
ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ବାତ୍ୟା ଓ ବର୍ଷାଜନିତ ପରିସ୍ଥିତି ଏବଂ ରେଳଧାରଣା ନିକଟରେ ଜଳସ୍ତର ବୃଦ୍ଧି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ବିଶାଖାପାଟଣା ରେଳ ଡିଭିଜନ ଅନ୍ତର୍ଗତ…
ନନ୍ଦପୁର,୨୯ା୧୦(ତୁଷାର କାନ୍ତ ମହାନ୍ତି): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାତାଳୀ ଓ ମାଛକୁଣ୍ଡ ନଦୀ ଦେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ର ଜୋଲାପୁଟ ଜଳଭଣ୍ଡାର…
ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ମିଳିତ ପୋଲିସ ସେବା ପରୀକ୍ଷା(ସିପିଏସ୍ଇ)-୨୦୨୪ ଅଧୀନରେ ସବ୍-ଇନ୍ସପେକ୍ଟର ପଦବୀ ପାଇଁ ଆବେଦନ କରିଥିବା ପ୍ରାର୍ଥୀଙ୍କ ତଥ୍ୟ ଅପ୍ଡେଟ୍ ଓ ଯାଞ୍ଚ ଅବଧିକୁ ୧୦ଦିନ ବୃଦ୍ଧି…
ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…
ଭୁବନେଶ୍ୱର, ୨୯।୧୦(ସୁନିତ୍ ମିଶ୍ର): ପିଏମ୍ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…
ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…
ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍ରେ ଅଧିନାୟକ…
କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…