Posted inଜାତୀୟ

ବଢ଼ୁଛି କଂଗ୍ରେସ କନ୍ଦଳ: ଆଜି ସୋନିଆଙ୍କୁ ଭେଟିବେ ଗୁଲାମନବୀ

ନୂଆଦିଲ୍ଲୀ,୧୭।୩: ୫ଟି ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଜି-୨୩ ଦଳୀୟ ନେତୃତ୍ୱ ସମ୍ପୂର୍ଣ୍ଣ ପରିବର୍ତ୍ତନ ଦାବିକୁ ଜୋର୍‌ଦାର କରିଛିି। ଗୁରୁବାର ସନ୍ଧ୍ୟାରେ କଂଗ୍ରେସର ବରିଷ୍ଠ ନେତା ତଥା ଜି-୨୩ ସଦସ୍ୟ ଗୁଲାମନବୀ ଆଜାଦଙ୍କ ବାସଭବନରେ ଏକ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ଅସନ୍ତୁଷ୍ଟ ନେତାମାନେ ଯୋଗଦେଇ ୨୦୨୪ ଲୋକ ସଭା ନିର୍ବାଚନ, ଦଳର ସଂଗଠନ ଓ ନେତୃତ୍ୱ ପରିବର୍ତ୍ତନ ଉପରେ ଆଲୋଚନା କରିଥିଲେ। ଇତିମଧ୍ୟରେ ଶୁକ୍ରବାର ଗୁଲାମନବୀ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିପାରନ୍ତି। ସେ କଂଗ୍ରେସକୁ ସଜାଡ଼ିବା ଲାଗି ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ସୋନିଆଙ୍କ ସହ ଆଲୋଚନା କରିବେ। ନିର୍ବାଚନ ପରାଜୟ ପରେ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ସୋନିଆ ଇସ୍ତଫା ପ୍ରସ୍ତାବ ଦେଇଥିଲେ। ତେବେ ଏହାକୁ ଦଳୀୟ ନେତାମାନେ ଖାରଜ କରିଦେବା ସହ ସୋନିଆଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?