ନୂଆଦିଲ୍ଲୀ,୧୩।୩: ଦେଶରେ କରୋନା ଭାଇରସର ଆତଙ୍କ ଚାଲିଥିବା ବେଳେ ମୋଦିଙ୍କ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ଶୁକ୍ରବାର ହୋଇଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଥିବା ସୂଚନା ମିଳିଛି।
ନୂଆଦିଲ୍ଲୀ,୧୩।୩: ଦେଶରେ କରୋନା ଭାଇରସର ଆତଙ୍କ ଚାଲିଥିବା ବେଳେ ମୋଦିଙ୍କ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ଶୁକ୍ରବାର ହୋଇଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଥିବା ସୂଚନା ମିଳିଛି।
ଅତାବିରା,୧୧ା୧୧(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରାର ଏକ ଢାବା ନିକଟରେ ମଙ୍ଗଳବାର ଡକାୟତି ଯୋଜନା କରୁଥିବାବେଳେ ୩ ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ,…
ଜେରୁଜେଲମ୍,୧୧।୧୧: ଇସ୍ରାଏଲ୍ ସଂସଦ (ନେସେଟ୍)ରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଭାଷଣ ସମୟରେ ଅପ୍ରିତିକର ପରିସ୍ଥିତି ଦେଖିବାକୁ ମିଳିଛି । ନେତନ୍ୟାହୁଙ୍କ ପତ୍ନୀ ସାରା ନେତନ୍ୟାହୁ ଓ ତାଙ୍କର…
କୁହାଯାଏ, ଜଣେ ବ୍ୟକ୍ତିଙ୍କର ବ୍ୟକ୍ତିତ୍ୱ ତାଙ୍କ ମୋଟ୍ ଉଚ୍ଚତା ତୁଳନାରେ ତାଙ୍କ ଗୋଡ଼ ଲମ୍ବ ଅଧିକ ଥିବାରୁ ବୃଦ୍ଧି ପାଏ। ପୁରୁଷ ଏବଂ ମହିଳା ଉଭୟ ଆକର୍ଷଣୀୟ,…
ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର (ନଭେମ୍ୱର ୧୧, ୨୦୨୬) ଦିନ କେନ୍ଦ୍ର କ୍ୟାବିନେଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭୁବନେଶ୍ୱର,୧୧ା୧୧: ବାତ୍ୟା ଅର୍ଣ୍ଣବ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ପାଇଁ ରିଲିଫ ଘୋଷଣା କରାଯାଇଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବରୁ ସହାୟତା ଘୋଷଣା କରିଥିବା ବେଳେ…
ଗୁରୁବାର, ନଭେମ୍ୱର ୧୨, ୨୦୨୬ ରେ ମଙ୍ଗଳ ଗ୍ରହ ତାଙ୍କର ମିତ୍ର ସୂର୍ଯ୍ୟଙ୍କ ରାଶି ସିଂହରେ ଗୋଚର କରିବାକୁ ଯାଉଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କର ସେନାପତି…
ନୂଆଦିଲ୍ଲୀ,୧୧।୧୧: ସୋସିଆଲ ମିଡିଆରେ ବଡ଼ ଭିଡିଓର ଛୋଟ ଛୋଟ କ୍ଲିପ ପ୍ରସ୍ତୁତ କରି ସେୟାର କରିବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାଦ୍ୱାରା କେବଳ ଭିଡିଓକୁ…
ନୂଆଦିଲ୍ଲୀ,୧୧।୧୧: IPL ୨୦୨୭ ସିଜିନ୍ ପୂର୍ବରୁ ଖେଳାଳିଙ୍କ ଟ୍ରେଡ୍କୁ ନେଇ କ୍ରିକେଟ୍ ଜଗତରେ ବଡ଼ ହଲଚଲ୍ । ଏଥର ଟ୍ରେଡ୍ ଡିଲ୍ ମାଧ୍ୟମରେ ଦୁଇଟି ଦଳର ଅଧିନାୟକ…