Categories: ଜାତୀୟ

ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୩।୩: ଦେଶରେ କରୋନା ଭାଇରସର ଆତଙ୍କ ଚାଲିଥିବା ବେଳେ ମୋଦିଙ୍କ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ଶୁକ୍ରବାର ହୋଇଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଥିବା ସୂଚନା ମିଳିଛି।

Share