Posted inଜାତୀୟ

ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୧୨।୬: ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ବଢିଛି। ପେଟ୍ରୋଲ ଲିଟର ପିଛା ୫୭ ପଇସା ଏବଂ ଡିଜେଲ ଲିଟର ପିଛା ୫୯ ପଇସା ବଢିଛି। ଗତ ୬ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୩.୩୧ ଟଙ୍କା, ଡିଜେଲ ଲିଟର ପିଛା ୩.୪୨ଟଙ୍କା ବୃଦ୍ଧି ପାଇଛି। ଫଳରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୪.୫୭ ଟଙ୍କା ଡିଜେଲ ଦର ଲିଟର ପିଛା ୭୨.୮୧ ଟଙ୍କା ହୋଇଯାଇଛି। କୋଲକାତା, ମୁମ୍ବାଇ ଓ ଚେନ୍ନାଇରେ ପେଟ୍ରୋଲରେ ଲିଟର ପିଛା ଦର ଯଥାକ୍ରମେ ୭୬.୪୮ ଟଙ୍କା, ୮୧.୫୩ ଓ ୭୮.୫୪ ଟଙ୍କା ଏବଂ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୬୮.୭୦ ଟଙ୍କା, ୭୧.୪୮ ଓ ୭୧.୨୧ ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri