ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚୀତ କରାଯାଇଛି।

ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...