ବଢି ବଢି ଚାଲିଛି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ  ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?