ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ଆଜି ସକାଳ ୧୦ ଟାରେ ବୈତରଣୀ ବ୍ୟାରେଜ ଆନନ୍ଦପୁରରେ ଜଳ ସ୍ତର ୩୭.୧୬୦ ମିଟର ରେକର୍ଡ କରାଯାଇଛି। ଯାହାକି ୱାର୍ନିିଂ ଲେବିଲ ଠାରୁ ମାତ୍ର ୦.୨୮୫ ମିଟର କମ୍‌ ରହିଛି। ତେବେ ବର୍ଷା ଜାରି ରହିଥିବାରୁ ଅପରାହ୍ନ ସୁଦ୍ଧା ଟପି ଯିବା ଆଶଙ୍କା ରହିଛି। ଏଣୁ ପ୍ରସାଶନ ପକ୍ଷରୁ ଆନନ୍ଦପୁର, ଘଷିପୁରା, ହାଟଡିହି ଅଞ୍ଚଳରେ ବନ୍ୟା ଆଶଙ୍କା କରି ପ୍ରସ୍ତୁତ ରହିଥିବା ସୂଚନା ମିଳିଛି। ଏଠାରେ ୱାର୍ନିିଂ ଲେବୁଲ ୩୭.୪୪୫ ମିଟର ରହିଥିବା ବେଳେ ବିପଦ ସଙ୍କେତ ୩୮.୩୬୦ ମିଟର ରହିଛି। ଗତ ୨୪ ଘଣ୍ଟାରେ ଜିଲାରେ ୧୧୫୭.୨ ମିଲି ମିଟର ବର୍ଷା ହୋଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri