ବଢୁଛି ବ୍ୟାଙ୍କ ଠକେଇ: ୨୦୧୮-୧୯ରେ ଧରାପଡିଛି ୭୧,୫୦୦ କୋଟି

ମୁମ୍ବାଇ,୪-୬: ଆର୍ଥିକ ବର୍ଷ ୨୦୧୮-୧୯ରେ ୭୧,୫୦୦ କୋଟି ଟଙ୍କାର ୬୮୦୦ ବ୍ୟାଙ୍କ ଠକେଇ ଧରାପଡିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ କୁହାଯାଇଛି। ଏହାର ପୂର୍ବବର୍ଷ ୨୦୧୭-୧୮ରେ ୪୧,୧୬୭.୦୩ କୋଟି ଟଙ୍କାର ୫୯୧୬ ମାମଲା ସାମ୍‌ନାକୁ ଆସିଥିଲା। ବର୍ଷକ ଭିତରେ ବ୍ୟାଙ୍କ ଠକେଇ ମାମଲାରେ ୭୩% ବୃଦ୍ଧି ଘଟିଛି। ଆର୍‌ଟିଆଇ ପ୍ରଶ୍ନର ଉତ୍ତର ଦେଇ ଆର୍‌ବିଆଇ କହିଛି ଯେ, ଗତ ୧୧ ବର୍ଷରେ ମୋଟ ୫୩,୩୩୪ ମାମଲାରେ ୨.୦୫ ଲକ୍ଷ କୋଟି ଟଙ୍କା ଜାଲିଆତି ମାମଲା ଧରାପଡିଛି। ଏଥିପୂର୍ବରୁ ୨୦୦୮-୦୯ରେ ୧୮୬୦.୦୯ କୋଟି ଟଙ୍କାର ୪୩୭୨ ମାମଲା ଧରାପଡିଥିଲା। ଏହାପରେ ୨୦୦୯-୧୦ରେ ୧୯୯୮.୯୪ କୋଟି ଟଙ୍କାର ୪୬୬୯ ମାମଲା, ୨୦୧୦-୧୧ରେ ୩୮୧୫.୭୬କୋଟି ଟଙ୍କାର ୪୫୩୪ ମାମଲା, ୨୦୧୧-୧୨ରେ ୪୫୦୧.୧୫ କୋଟି ଟଙ୍କାର ୪୦୯୩ ମାମଲା, ୨୦୧୨-୧୩ରେ ୮୫୯୦.୮୬ କୋଟି ଟଙ୍କାର ୪୨୩୫ ମାମଲା, ୨୦୧୩-୧୪ରେ ୧୦,୧୭୦.୮୧ କୋଟି ଟଙ୍କାର ୪୩୦୬ ମାମଲା, ୨୦୧୪-୧୫ରେ ୧୯,୪୫୫.୦୭ କୋଟି ଟଙ୍କାର ୪୬୩୯ ମାମଲା, ୨୦୧୫-୧୬ରେ ୧୮,୬୯୮.୮୨ କୋଟି ଟଙ୍କାର ୪୬୯୩ ମାମଲା, ୨୦୧୬-୧୭ରେ ୨୩,୯୩୩.୮୫ କୋଟି ଟଙ୍କାର ୪୬୯୩ ମାମଲା, ୨୦୧୭-୧୮ରେ ୪୧,୧୬୭.୦୩ କୋଟି ଟଙ୍କାର ୫୯୧୬ ମାମଲା ସାମ୍‌ନାକୁ ଆସିଥିଲା। ଆର୍‌ଟିଆଇ ଉତ୍ତରରେ ଆର୍‌ବିଆଇ କହିଛି ଯେ, ଜାଲିଆତି କ୍ଷେତ୍ରରେ ସମ୍ପୃକ୍ତ ବ୍ୟାଙ୍କଦ୍ୱାରା ତଦନ୍ତକାରୀ ଏଜେନ୍ସିଙ୍କ ନିକଟରେ ଆପରାଧିକ ମାମଲା ଦାଏର କରିବାକୁ ପଡିଥାଏ। କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କୌଣସି ତଥ୍ୟ ଉପଲବ୍ଧ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri