ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ

ପାଟଣାଗଡ଼, ୨୪।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି।
ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ କାର୍ତ୍ତିକ ଦଣ୍ଡସେନା ପ୍ରଶ୍ନପତ୍ର ଏବଂ ଉତ୍ତର ପତ୍ରର କିଛି ଫଟୋ ଉଠାଇବା ସହ ତାର ଜେରକ୍ସ ଧରି ମରୁଆ ହାଇସ୍କୁଲକୁ ଯାଉଥିଲେ। ଏହା ଜଣାପଡିବା ପରେ ମରୁଆ ହାଇସ୍କୁଲ ନିକଟରେ ଲୋକେ ତାଙ୍କୁ ଘେରିଯାଇଥିଲେ। ମାତ୍ର ସେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri