ବଦଳିଲେ ୩ ଜିଲା ଯୋଜନା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ) : ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ପୂର୍ବରୁ ଏହି ପଦରେ ମହିଳା ଓ ଶିଶୁ କଲ୍ୟାଣ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଅବସ୍ଥାପିତ ଥିଲେ। ସେହିପରି ଟୁକୁନି ସାହୁଙ୍କୁ ଦେଓଗଡ ଜିଲା ଯୋଜନାକମିଟି ଅଧ୍ୟକ୍ଷାଭାବେ ନିଯୁକ୍ତି କରାଯାଇଛି। ଏହି ପଦରେ ପୂର୍ବରୁ ଇସ୍ପାତ ଓ ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ଅବସ୍ଥାପିତ ଥିଲେ। ଅନୁରୂପଭାବେ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଏବଂ ଇଏସ୍‌ଆଇ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବଲାଙ୍ଗୀର ଜିଲା ଯୋଜନା କମିଟିର ଅଧ୍ୟକ୍ଷଭାବେ ନିଯୁକ୍ତି କରାଯାଇଛି। ଏହି ପଦରେ ପୂର୍ବରୁ ମନ୍ତ୍ରୀ ନବ କିଶୋର ଦାସ କାର୍ଯ୍ୟ କରୁଥିଲେ। ଉପରୋକ୍ତ ନିଯୁକ୍ତି ସମ୍ପର୍କରେ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri