Posted inଖେଳ

ବଦଳୁନାହିଁ ପାକିସ୍ତାନର ଭାଗ୍ୟ

ପର୍ଥ,୧୪।୧୨: ପାକିସ୍ତାନ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ଏଠାରେ ଦଳକୁ ତିନି ଟେଷ୍ଟ ସିରିଜ ଖେଳିବାକୁ ପଡ଼ିବ। ଏହି ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ପର୍ଥ ପଡ଼ିଆରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଏକ ଦୃଢ ଆରମ୍ଭ କରିଛି। ବିଶ୍ୱକପ ପରେ ପାକିସ୍ତାନ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ନୂଆ କୋଚ, ନୂଆ ଅଧିନାୟକ ଏବଂ ସଂପୂର୍ଣ୍ଣ ନୂଆ ମ୍ୟାନେଜମେଣ୍ଟ ସହିତ ପଡ଼ିଆକୁ ଓହ୍ଲାଇଛି, କିନ୍ତୁ ସେମାନଙ୍କ ଅବସ୍ଥାରେ କୌଣସି ଉନ୍ନତି ହୋଇନାହିଁ।
ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ଉସମାନ ଖ୍ବାଜାଙ୍କ ସହ ତାଙ୍କର ଶେଷ ସିରିଜ ଖେଳୁଥିବା ଡେଭିଡ ୱାର୍ଣ୍ଣର ଲଞ୍ଚ ପୂର୍ବରୁ ଅପରାଜିତ ଶତକୀୟ ସହଭାଗିତା କରିଥିଲେ। ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ଦ୍ୱାରା ଅଷ୍ଟ୍ରେଲିଆ ୨୫ ଓଭରରେ କୌଣସି ଇଇକେଟ ହରାଇ ୧୧୭ ରନ ସଂଗ୍ରହ କରିଥିଲା। ଏଥିରେ ଡେଭିଡ ୱାର୍ନର ୬୭ ବଲରେ ୭୨ ରନ ସଂଗ୍ରହ କରିଥିବାବେଳେ ଉସମାନ ଖ୍ବାଜା ୮୪ ବଲରେ ୩୭ ରନ ସଂଗ୍ରହ କରିଥିଲେ। ତାଙ୍କର ଚମତ୍କାର ଇନିଂସ ଯୋଗୁ ଡେଭିଡ ୱାର୍ନର ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri