ବଧୂହତ୍ୟା ଘଟଣା: ସ୍ବାମୀ, ଶାଶୁ, ନଣନ୍ଦଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା ଅଫିସ, ୧।୬: ଖୋର୍ଦ୍ଧାର ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ଜଙ୍କିଆ ମାନପୁର ଗାଁର ବିଳାସିନୀ ରାଉତରାୟ ହତ୍ୟାକାଣ୍ଡ ଘଟଣାର ରାୟ ଶନିବାର ପ୍ରକାଶ ପାଇଛି। ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ଧନୁର୍ଦ୍ଧର ସେନାପତି ଏହି ଘଟଣାର ବିଚାରକରି ବିଳାସିନୀଙ୍କ ସ୍ବାମୀ ବାଉରିବନ୍ଧୁ ରାଉତରାୟ(୪୪), ନଣନ୍ଦ ପ୍ରଭାତୀ ରାଉତରାୟ(୩୦), ଶାଶୁ କମଳା ରାଉତରାୟ(୬୨)ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।
ପ୍ରକାଶ ଯେ, ବିଳାସିନୀ ୨୦୧୧ରେ ବାଉରିବନ୍ଧୁ ବିବାହ କରିଥିଲେ। ବିବାହ ସମୟରେ ଦାବି ମୁତାବକ ଯୌତୁକ ଦିଆଯାଇଥିଲା। ତେବେ ବିବାହର କିଛିଦିନ ପରେ ଅଧିକ ୧ ଲକ୍ଷ ଟଙ୍କା ଦାବିକରି ବିଳାସିନୀଙ୍କୁ ସ୍ବାମୀ, ଶାଶୁ ଓ ନଣନ୍ଦ ନିର୍ଯାତନା ଦେଉଥିଲେ। ୨୦୧୪, ମେ’ ୪ ତାରିଖରେ ବିଳାସିନୀଙ୍କୁ କିରୋସିନ ଢାଳି ସେମାନେ ହତ୍ୟା ଉଦ୍ୟମ କରିଥିଲେ। ମେ’ ୧୩ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri