ବନବିଭାଗର ଚଢ଼ାଉ: ପିଆଶାଳ କାଠ ବୋଝେଇ ପିକ୍‌ଅପ ଜବତ, ଚାଳକ ଗିରଫ

ବଡ଼ବିଲ,୧୩।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲ ବନବିଭାଗ ଗୁଆଲି ନିକଟରେ ଶୁକ୍ରବାର ରାତିରେ ଚଢାଉ କରି ଏକ କାଠ ବୋଝେଇ ପିକଅପ ଗାଡିକୁ ଜବତ କରିଛି। ଏଥିସହ ଚାଳକ ଚମ୍ପୁଆ ଅଞ୍ଚଳର ଏମ.ଡି ଇଶାକଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି।
ବନବିଭାଗ ସୂତ୍ରରୁ ପ୍ରକାଶ, ଏକ ପିକଅପ ଗାଡ଼ି(ଜେଏଚ୦୫ ସିଏମ୮୪୧୦)ରେ ସୁନ୍ଦରଗଡ଼ ଜିଲା କୋଇଡ଼ାରୁ ପିଆଶାଳ କାଠ ଗଣ୍ଡି ବୋଝେଇ କରି ଝାଡ଼ଖଣ୍ଡ ରାଜ୍ୟ ମଝିଗାଁକୁ ଚୋରାଚାଲାଣ ହେଉଥିଲା। ଖବରପାଇ ବଡବିଲ ବନବିଭାଗ କର୍ମଚାରୀମାନେ ଚଢାଉ କରି ଉକ୍ତ ଗାଡିରୁ ୧୫ ଖଣ୍ଡ ପିଆଶାଳ କାଠ ଗଣ୍ଡି ଜବତ କରିଥିଲେ। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?