ବନ୍ତରୁ ୩ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧ା୬(ଡି.ଏନ୍‌.ଏ/ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କେନ୍ଦୁଆପଦା ପଞ୍ଚାୟତ ଗଣ୍ଡଗରା ଗ୍ରାମର ହୋଇଥିବା ବେଳେ ସେ ଓଡ଼ଙ୍ଗ କ୍ବାରାଣ୍ଟାଇନ ସେଣ୍ଟରରେ ରହି ଘରକୁ ଫେରିଥିଲେ। ଅନ୍ୟ ୨ ଜଣ ରାମକ୍ରୁଷ୍ଣପୁର ଗ୍ରାମର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri