Posted inଭଦ୍ରକ

ବନ୍ତ ବ୍ଲକରେ ୨ୟ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧୪।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକରେ ଗୁରୁବାର ୨ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଗତ ୯ ତାରିଖରେ କର୍ଣ୍ଣାଟକରୁ ଆସି ଗୋବିନ୍ଦପୁର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ଭଣ୍ଡାରିପୋଖରୀରେ ତାଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ନିଆଯାଇଥିଲା। ପରେ ତାଙ୍କ ସ୍ବାବ ରିପୋର୍ଟ ପଜିଟିଭ ଆସିଛି। ଚିହ୍ନଟ ଆକ୍ରାନ୍ତଙ୍କୁ ଭଦ୍ରକ ମେଡିକାଲ ଟିମ୍‌ ପକ୍ଷରୁ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ନିଆଯାଇଛି। ଏହାପରେ ନୋଡାଲ ଅଫିସର ରାଜେନ୍ଦ୍ର କୁମାର ବେହେରା, ସରପଞ୍ଚ ତିଳୋତ୍ତମା ବାରିକଙ୍କ ତତ୍ତ୍ୱାବଧାନରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିସର, ସମସ୍ତ ରୁମ୍‌, ମୁଖ୍ୟ ରାସ୍ତା ଆଦିକୁ ସାନିଟାଇଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri