ବନ୍ଦର କର୍ମଚାରୀଙ୍କୁ ମିଳିବ ୫୦ ଲକ୍ଷ କ୍ଷତିପୂରଣ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣରେ କୌଣସି ବନ୍ଦର କର୍ମଚାରୀଙ୍କ ଓ ଶ୍ରମିକଙ୍କର ମୃତ୍ୟୁ ଘଟିଲେ ସେମାନଙ୍କୁ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରାଯିବ। ଜାହାଜ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏହି ଘୋଷଣା କରାଯାଇଛି। ଦେଶର ସବୁ ପ୍ରମୁଖ ବନ୍ଦରର କର୍ମଚାରୀ ଓ ଶ୍ରମିକଙ୍କ ସହ ଏହି କ୍ଷତିପୂରଣ ସୁବିଧା ଠିକା ଓ ଚୁକ୍ତି ଭିତ୍ତିକ ଶ୍ରମିକ, କର୍ମଚାରୀଙ୍କୁ ମିଳିବ। ମୃତବ୍ୟକ୍ତିଙ୍କ ପରିବାରର ଉତ୍ତରାଧିକାରୀ ତାଙ୍କ ଉପରେ ନିର୍ଭରଶୀଳ ବ୍ୟକ୍ତି ଉପଯୁକ୍ତ ଦାବିଦାର ଏହି ଅର୍ଥ ପାଇପାରିବେ। ବର୍ତ୍ତମାନ ସମୟରେ ବନ୍ଦରରେ କର୍ମଚାରୀ କାର୍ଯ୍ୟ ଜାରି ରଖିଛନ୍ତି। ସେମାନେ ସଂକ୍ରମିତ ହେବାର ଆଶଙ୍କା ରହିଥିବାରୁ ସହାୟତା ପ୍ରଦାନ ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତ ବର୍ଷ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri