ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ପ୍ରସଙ୍ଗ: ବରଗଡ଼ରେ ବିରୋଧ ପ୍ରଦର୍ଶନ

ବରଗଡ଼ ଅଫିସ,୯।୬: ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦିଆଯାଇଛି। ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ବିରୋଧ କରିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଗାନ୍ଧୀଛକ ସମ୍ମୁଖରେ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚର କର୍ମକର୍ତ୍ତା ଓ ସଭ୍ୟବୃନ୍ଦ ପ୍ଲାକାର୍ଡ, କଳାପତାକା ଧରି ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଦେଇଥିଲେ। ଏହା କରିବା ସହିତ ସ୍ବତନ୍ତ୍ର କୋସଲ ରାଜ୍ୟ ଗଠନ ଦାବି କରିଥିଲେ। ସୁରେନ୍ଦ୍ର ପଣ୍ଡା, ପ୍ରମୋଦ ଝାଙ୍କର, ଅଜିତ ପତି, ଦୀପକ ଦାଶ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri