ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ

ନୂଆଦିଲ୍ଲୀ,୪-୧୦: ଦିଲ୍ଲୀ-କତ୍ରା ମଧ୍ୟରେ ଗଡିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ହୋଇଛି। ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ରେଳମନ୍ତ୍ରୀ ପୀୟୂଷ ଗୋଏଲ,କେନ୍ଦ୍ର ମନ୍ତ୍ରୀ ହର୍ଷବର୍ଦ୍ଧନ ଏହାର ଉନ୍ମୋଚନ କରିଛନ୍ତି। ଟ୍ରେନଟିର ଘଣ୍ଟାପ୍ରତି ବେଗ ୧୩୦ କିମି ରହିଛି। ଏବେ ଦିଲ୍ଲୀଠାରୁ ବୈଷ୍ନୋଦେବୀ ଲାଗି ଯାତ୍ରା ସମୟ ୮ ଘଣ୍ଟା ଲାଗିବ। ପୂର୍ବ ସମୟ ତୁଳନାରେ ଏହା ୪ ଘଣ୍ଟା କମ୍‌ ବୋଲି ରେଲଓ୍ବେ ପକ୍ଷରୁ କୁହାଯାଇଛି। ଟ୍ରେନରେ ପ୍ଲାଷ୍ଟିକ ବୋତଲ କ୍ରସର ମେଶିନ, ଆକର୍ଷଣୀୟ ପ୍ୟାଣ୍ଟ୍ରି, ଡିପ୍‌ ଫ୍ରିଜର, ଏୟାର କଣ୍ଡଶନିଂ କୋଚ୍‌, ଏକଜିକ୍ୟୁଟିଭ କ୍ଲାସ ଏବଂ ସେନସର ଡୋର ଭଳି ଫିଚର ରହିଛି। ଏହି ଟ୍ରେନ ଦ୍ୱାରା ଜମ୍ମୁ କଶ୍ମୀର ବିକାଶ ଶୁଭାରମ୍ଭ ହେଲା ବୋଲି ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri