ରାୟଗଡ଼ା ଅଫିସ,୨୯।୧୨: ଗୋଟିଏ ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ ସନ୍ଦେହ କରୁଛି। ମୃତ ଯୁବକଙ୍କ ନାମ ରାହୁଲ କୌଶଲ୍ୟା (୨୬)। ସୂଚନାନୁଯାୟୀ, ନାବାଳିକା ଜଣକ ଟ୍ୟୁଶନ ଯିବାକୁ କହି ମଙ୍ଗଳବାର ଘରୁ ବାହାରିଥିଲେ। ଟ୍ୟୁଶନ ସାରି ଘରକୁ ନ ଫେରିବାରୁ ପରିବାର ଲୋକେ ଟ୍ୟୁଶନ ସାର୍ଙ୍କୁ ଯୋଗାଯୋଗ କରିଥିଲେ। ନାବାଳିକା ଜଣକ ଟ୍ୟୁଶନ ଆସି ନ ଥିବା ତାଙ୍କ ଶିକ୍ଷକ କହିଥିଲେ। ରାହୁଲଙ୍କ ଘରୁ ଉଭୟଙ୍କ ଝୁଲନ୍ତା ମୃତଦେହ ମିଳିବା କଥା ତାଙ୍କ ପଡ଼ୋଶୀମାନେ ନାବାଳିକାଙ୍କ ଘର ଲୋକ ଓ ପୋଲିସକୁ ଜଣାଇଥିଲେ। ପୋଲିସ ମୃତଦେହ ଜବତକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସୂଚନାନୁଯାୟୀ, ସ୍ବାମୀଙ୍କର ଅନ୍ୟତ୍ର ପ୍ରେମ ସମ୍ପର୍କ ଥିବା ରାହୁଲଙ୍କ ସ୍ତ୍ରୀ ସନ୍ଦେହକରି ୩ମାସ ହେବ ଘର ଛାଡ଼ି ବାପଘରେ ରହୁଛନ୍ତି।
Posted inHome Left, ଆମ ଜିଲା ଖବର, ରାୟଗଡା View All
ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା
ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର ଏକ…
‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ
ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…
ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ
ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…
ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ
ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…
୫ ରାଶିଙ୍କ ଉପରେ ଧନବର୍ଷା କରିବେ ଶନି! ଅକ୍ଟୋବର ପ୍ରଥମ ସସ୍ତାହରୁ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ମିଳିବ ଖୁସିଖବର
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନି ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିପାରେ। ଏହି ପରିବର୍ତ୍ତନ ଯୋଗୁ ବୃଷ, ସିଂହ, ତୁଳା, ମକର…
ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ
ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…
ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…
ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…
‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

