ବନ୍ଧରୁ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ରଣପୁର,୩୧।୭(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ମଙ୍ଗଳବାର ସୁନାଖଳା ଫାଣ୍ଡି ଅନ୍ତର୍ଗତ ତଳକଣି ଗ୍ରାମ ମୁଣ୍ଡରେ ଥିବା ବନ୍ଧରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଉକ୍ତ ଗ୍ରାମର ମାଗୁଣି ବେହେରାଙ୍କ ସ୍ତ୍ରୀ କୁନି (୪୦)।
ସୂଚନାଯୋଗ୍ୟ, ସକାଳେ କୁନି ବନ୍ଧକୁ ଗାଧୋଇବାକୁ ଯାଇ ଫେରି ନ ଥିଲେ। ପରେ ବନ୍ଧରେ ଥିବା ଅଳ୍ପ ପାଣିରେ କୁନି ପଡିଥିବା ଗ୍ରାମବାସୀ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଚଳାଇଥିବା ବେଳେ କୁନିଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଦେଖିବାକୁ ମିଳିଛି। କେହି ଦୁର୍ବୃତ୍ତ କୁନିଙ୍କୁ ଅସଦାଚରଣ କରିବା ସହ ହତ୍ୟା କରିଥିବା ସ୍ବାମୀ ମାଗୁଣି ଅଭିଯୋଗ କରିଛନ୍ତି। ତେବେ ଏ ନେଇ ଥାନାରେ କୌଣସି ମାମଲା ଏଯାବତ୍‌ ରୁଜୁ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri