ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ରାତି ପ୍ରାୟ ୨ଟା ବେଳେ ୪ ଜଣ ଦୁର୍ବୃତ୍ତ କବାଟ ଭାଙ୍ଗି ଘର ଭିତରେ ପଶିଥିଲେ। ସମସ୍ତେ ମୁଖା ପିନ୍ଧିଥିବା ବେଳେ ଜଣଙ୍କ ହାତରେ ବନ୍ଧୁକ ଥିଲା। ଘର ଲୋକଙ୍କୁ ଭୟଭୀତ କରି ଅଲମୀରାରୁ ୩୦ ଭରି ସୁନା ଓ ନଗଦ ୪୦ ହଜାର ଟଙ୍କା ନେଇ ଯାଇଥିଲେ। ସୁଧାଂଶୁ ପୋଲିସରେ ଅଭିଯୋଗ କରିବା ପରେ ଜଗତପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri