ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି ଜଣେ କର୍ମଚାରୀ ଯାଉଥିବା ବେଳେ ତାଙ୍କଠାରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି।

ସୂଚନାନୁଯାୟୀ, ଜଟଣୀ ଥାନା କୁଦିଆରୀର ବାପୁଜି ମହାରଣା ବ୍ୟାଙ୍କକୁ ଟଙ୍କା ଜମା କରିବା ଲାଗି ଯାଉଥିବା ବେଳେ ତିନୋଟି ବାଇକରେ ୫ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଅଟକାଇଥିଲେ। ପରେ ବନ୍ଧୁକ ଦେଖାଇ ତାଙ୍କ ଠାରୁ ଟଙ୍କା ବ୍ୟାଗ୍‌ ଲୁଟି ନେଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?