ବନ୍ଧ ଭିତରକୁ ପଶିଗଲା କୁକୁଡା ବୋଝେଇ ପିକଅପ ଭ୍ୟାନ

ପୁରୁଣାକଟକ, ୨୬ା୪(ଡି.ଏନ.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଅଧୀନ ବଡବନ୍ଧ ନିକଟରେ ଏକ କୁକୁଡା ବୋଝେଇ ଭ୍ୟାନ ରବିବାର ସକାଳେ ଏକ ବନ୍ଧ ଭିତରକୁ ପଶିଯାଇଥିଲା। ଗାଡିରେ ଥିବା ଦୁଇଜଣ ବର୍ତ୍ତି ଯାଇଥିବାବେଳେ ଡ୍ରାଇଭର ଆହତ ହୋଇଥିଲେ। ଅନ୍ୟପକ୍ଷରେ କୁକୁଡା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜାଣିବା ପରେ ଲୋକେ ଭ୍ୟାନରୁ କୁକୁଡା ସବୁ ବୋହି ନେଉଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ କରୁଛି। ସୂଚନାମତେ(ନଂ.ଓଆର୍‌ ୧୯ଏଲ ୭୭୮୬)କୁକୁଡା ବୋଝେଇ ପିକଅପ ଭ୍ୟାନ ଅନୁଗୋଳରୁ ଚାରିଛକ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri