Posted inଜାତୀୟ

ବନ୍ୟାଞ୍ଚଳ ଗସ୍ତ କରିବାକୁ କଂଗ୍ରେସ କର୍ମୀଙ୍କୁ କହିଲେ ରାହୁଲ

ନୂଆଦିଲ୍ଲୀ,୧୬।୭: ଦେଶର ବିଭିନ୍ନ ଭାଗରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ନେଇଥିବା ବେଳେ ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୫୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ବନ୍ୟାରେ ଅତ୍ୟଧିକ ପ୍ରଭାବିତ ହୋଇଥିବା ଆସାମ, ବିହାର, ତ୍ରିପୁରା, ମିଜୋରାମ ଓ ଉତ୍ତର ପ୍ରଦେଶରେ ରିଲିଫ୍‌ କାର୍ଯ୍ୟରେ ଯୋଗ ଦେବାକୁ କଂଗ୍ରେସ କର୍ମୀଙ୍କୁ କହିଛନ୍ତି ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମଙ୍ଗଳବାର ଟୁଇଟ୍‌ କରି ରାହୁଲ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ୩୩ତମ ସର୍ବୋଚ୍ଚ ବିଦେଶୀ ସମ୍ମାନ; ସ୍ଲୋଭାକିଆ ରାଷ୍ଟ୍ରପତି ଦେଲେ ‘ଦି ଅର୍ଡର ଅଫ ଦି ହ୍ବାଇଟ ଡବଲ କ୍ରସ’

ବ୍ରାଟିସଲାଭା,୧୬।୬: ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି। ପୁଣିଥରେ ତାଙ୍କୁ ଏକ ମର୍ଯ୍ୟାଦାଜନକ ବିଦେଶୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ଲୋଭାକିଆ ରାଷ୍ଟ୍ରପତି ପିଟର ପେଲେଗ୍ରୀନି ପ୍ରଧାନମନ୍ତ୍ରୀ…

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri