ବନ୍ୟା ସୁରକ୍ଷା ବନ୍ଧରୁ ବ୍ୟାପକ ଗଛକଟା: ବିପଦକୁ କରୁଛି ଆମନ୍ତ୍ରଣ

ଆନନ୍ଦପୁର,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ବାମପାର୍ଶ୍ୱ ବନ୍ୟା ସୁରକ୍ଷାବନ୍ଧର ଫକୀରପୁରଠାରେ ବ୍ୟାପକ ଗଛ କଟାଯାଉଥିବା ପରିଲକ୍ଷିତ ହୋଇଛି। ଫଳରେ ବନ୍ଧ ପ୍ରତି ବିପଦକୁ ଆମନ୍ତ୍ରଣ କରୁଛି। ସଂପୃକ୍ତ ଅଞ୍ଚଳରେ ବିଭିନ୍ନ ସମୟରେ ବୈତରଣୀରେ ବନ୍ୟାଜଳ ଆସି ବନ୍ଧ ଭାଙ୍ଗିବାର ନଜିର ରହିଛି।୨୦୧୧ରେ ଫକୀରପୁର ଠାରେ ବୈତରଣୀରେ ବନ୍ୟା ଆସି ବନ୍ଧ ଭାଙ୍ଗିଥିବା ବେଳେ ୨୦୧୩ ଫାଇଲିନ୍‌ରେ ମଧ୍ୟ ବନ୍ଧ ଭାଙ୍ଗିଥିଲା। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri