ବନ ବିଭାଗ ଚଢ଼ାଉ: ୯ଖଣ୍ଡ ଶାଳ ଚଉକାଠ, ୨ ବାଇକ୍‌ ଜବତ

ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ପାତ୍ରପଡ଼ା ପଞ୍ଚାୟତ ବାୟାଣିପୀଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବନ ବିଭାଗ ଚଢ଼ାଉ କରି ଶାଳ ଚଉକାଠ ସହିତ ୨ ବାଇକ୍‌ ଜବତ କରିଛି।
ବନାଞ୍ଚଳ ସୂତ୍ରରୁ ପ୍ରକାଶ, ହଣ୍ଡପା ବନାଞ୍ଚଳରୁ ୭ଫୁଟ ଲମ୍ବର ୯ ଖଣ୍ଡ ଶାଳ ଚଉକାଠ ୨ଟି ବାଇକ୍‌ ଯୋଗେ ପାତ୍ରପଡା ଦେଇ ଛେଣ୍ଡିପଦା ନିଆଯାଉଥିଲା। କୌଣସି ସୂତ୍ରରୁ ଖବର ପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ପୋଲିସକୁ ଦେଖି ବାଇକ୍‌ ଚାଳକ ଜଙ୍ଗଲରେ ଗାଡ଼ି ଛାଡି ପଳାଇ ଯାଇଥିଲେ। ବନବିଭାଗ ଶାଳକାଠ ସହ ୨ ବାଇକ୍‌ ଜବତ କରି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ସେବା ସଙ୍କଳ୍ପ ଅଭିଯାନ: ୪୬ ୟୁନିଟ୍‌ ରକ୍ତ ସଂଗ୍ରହ

କର୍ଲାମୁଣ୍ଡା, ୫।୧୦ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର କର୍ଲାମୁଣ୍ଡା ଭାଜପା ପକ୍ଷରୁ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?