ବନ ବିଭାଗ ପକ୍ଷରୁ ଚଢ଼ାଉ: ବ୍ୟାପକ ଶାଗୁଆନ କାଠ ଜବତ

ଲୋଇସିଂହା,୨୫।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବନ ବିଭାଗ ସ୍କ୍ବାଡ୍‌ ପକ୍ଷରୁ ସାଲେଭଟାର ଡୁଡୁକା ରାସ୍ତାରେ ଥିବା ଜଣେ ବ୍ୟବସାୟୀଙ୍କ ଘରେ ଶନିବାର ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ବ୍ୟାପକ ଶାଗୁଆନ ଗଣ୍ଡି ଜବତ ହୋଇଛି । ତେବେ ଏହି ଘଟଣାରେ କାହାରିକୁ ଗିରଫ କରାଯାଇ ନ ଥିବା ବେଳେ ତଦନ୍ତରେ ପରେ ସବୁକିଛି ଜଣାପଡ଼ିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri