ବମିଖାଲରୁ କାଦପଡା ଯାଇଛନ୍ତି ଯୁବକ

ଆଠମଲ୍ଲିକ, ୪ା୪(ଡି.ଏନ.ଏ.)- ଭୁବନେଶ୍ୱର ସ୍ଥିତ ବମିଖାଲରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ କରାଯାଇଛି । ହେଲେ ବମିଖାଲର ଜନୈକ ବ୍ୟକ୍ତିଙ୍କ ଘରେ କାମ କରୁଥିବା ଜଣେ ଯୁବକ ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କାଦପଡା ଗ୍ରାମକୁ ଯାଇଛନ୍ତି । ଏ ନେଇ ଗ୍ରାମବାସୀଙ୍କ ଅଭିଯୋଗ ପରେ କିଆକଟା ପୋଲିସ, ରାଜସ୍ୱ କର୍ମଚାରୀ ଶନିବାର ସେଠାରେ ପହଞ୍ଚି ଯୁବକଙ୍କୁ ପଚରାଉଚରା କରିଛନ୍ତି । ଏଥିସହ ତାଙ୍କୁ ଅଲଗା ରହିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri