ବମିଖାଲରେ ତ୍ୱରାନ୍ବିତ ହେବ ବିଶୋଧନ, ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଏହି ଅଞ୍ଚଳରେ ୩ ଜଣଙ୍କଠାରେ କରୋନା ପଜେଟିିଭ ଚିହ୍ନଟ ହୋଇଥିବାବେଳେ ରବିବାର ଗୋଟିଏ ଦିନରେ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଯାହାକି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ମୁଣ୍ଡବିନ୍ଧାର କାରଣ ସାଜିଛି। ଏବେ ବିଏମ୍‌ସି ଦ୍ୱାରା କରାଯାଉଥିବା ଅଞ୍ଚଳବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ବିଶୋଧନ ପ୍ରକ୍ରିୟା ଉପରେ ବିଶେଷ ଭାବେ ଧ୍ୟାନ ଦିଆଯିବ ବୋଲି ବିଏମ୍‌ସି ଆଡିଶନାଲ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ କହିଛନ୍ତି। ବମିଖାଲ ଅଞ୍ଚଳରେ ଏବେ କଡ଼ାକଡ଼ି ଭାବେ ଆବଦ୍ଧ ଅଞ୍ଚଳ ନିୟମ ପାଳନ କରିବାକୁ ବିଏମ୍‌ସି ପ୍ରସ୍ତୁତ ହୋଇଛି। କେହି ବି ଲୋକ ଯଦି ବାହାରେ ବୁଲୁଥିବାର ନଜରକୁ ଆସେ ତେବେ ତାଙ୍କୁ ସିଧାସଳଖ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ବିଏମ୍‌ସି ପକ୍ଷରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri