ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସୁଦ୍ଧା ୩୯ରେ ପହଞ୍ଚିଥିବା ବେଳେ ଭୁବନେଶ୍ୱରର ୩୨ ଜଣ ଅଛନ୍ତି। ଏଥିରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ବାକି ୩୦ କରୋନା ପଜିଟିଭ୍‌ଙ୍କର ଚିକିତ୍ସା ଚାଲିଛି। ସେଥିରୁ ଅଧିକାଂଶ ସୂର୍ଯ୍ୟନଗର ଓ ବମିଖାଲ ଅଞ୍ଚଳର। ପ୍ରାୟ ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କରାଯାଇଥିବା ଟୁଇଟ୍‌ରେ ଉଲ୍ଲେଖ କରାଯାଇଛି। ସୂର୍ଯ୍ୟନଗର ଓ ବମିଖାଲ ଅଞ୍ଚଳକୁ ସିଲ୍‌କରି ସର୍ଭେଲାନ୍ସରେ ରଖାଯାଇଛି। ଲୋକେ ଆତଙ୍କିତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri