ବରଗଡ଼ରେ ପୁଣି କରାମାଡ଼

ବରଗଡ଼ ଅଫିସ୍‌,୨୪।୪: ବରଗଡ଼ ଜିଲାରେ କ୍ରମାଗତ କାଳବୈଶାଖୀର ତାଣ୍ଡବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଗତ ଦୁଇଦିନ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବୃଷ୍ଟି(କରାମାଡ଼), ବର୍ଷାରେ ଅଞ୍ଚଳର ବହୁ ପରିମାଣରେ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି । ତେବେ ସେହି କ୍ଷୟକ୍ଷତି ଆକଳନ ସମ୍ପୂର୍ଣ୍ଣ ହୋଇ ନଥିବାବେଳେ ଶୁକ୍ରବାର ଜିଲାର ବରପାଲି ବ୍ଲକ ଅନ୍ତର୍ଗତ ଜୁଲଟ୍‌, କନବାର୍‌, ବିଜେପୁର ବ୍ଲକର ଜାରିଂ, ଲେମଧର ଆଦି ଗ୍ରାମରେ ପ୍ରବଳ କରାମାଡ଼ ହୋଇଛି । ଧାନ ଅମଳ ପାଖେଇ ଆସୁଥିବାବେଳେ କ୍ରମାଗତ କରାମାଡ଼ ଧାନ ଫସଲକୁ ଯଥେଷ୍ଟଭାବେ ପ୍ରଭାବିତ କରିଛି । ଫଳରେ ଚାଷୀ ମୁଣ୍ଡରେ ଚଡ଼କ ପଡ଼ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri