ବରଗଡ଼ରେ ପୁଣି ୨ ନୂଆ କରୋନା ପଜିଟିଭ ଚିହ୍ନଟ: କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ, ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା

ବରଗଡ଼ ଅଫିସ,୨୦।୬: ବରଗଡ଼ ଜିଲାରେ ଶନିବାର ପୁଣି ୨ଜଣ ନୂଆ କରୋନା (କୋଭିଡ -୧୯) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ବରଗଡ଼ ବ୍ଲକ କଟାପାଲି ଗ୍ରାମର ଏବଂ ସେମାନଙ୍କ ବାହ୍ୟଗସ୍ତ ସମ୍ପର୍କରେ କୌଣସି ସୂଚନା ନାହିଁ । ଉଭୟ ଆକ୍ରାନ୍ତଙ୍କୁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ତେବେ ଗତ ୧୬ ତାରିଖ କଟାପାଲି ଗ୍ରାମରେ ଜଣେ ୭୬ ବର୍ଷୀୟ ବୃଦ୍ଧ ଚିହ୍ନଟ ହେବା ପରେ ଏହି ଗ୍ରାମରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୪ଦିନ ମଧ୍ୟରେ କେବଳ କଟାପାଲି ଗ୍ରାମରେ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ମୋହନ ସରକାରଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ୨ଟି ପିଲା ଥିଲେ…

ଭୋପାଳ,୧୦।୬: ସରକାରୀ କର୍ମଚାରୀ ଏବଂ ଚାକିରି ଆଶାୟୀମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି: ସେମାନେ ଆଉ “ଦୁଇ ସନ୍ତାନ” ନିୟମର ଅଧୀନରେ ରହିବେ ନାହିଁ। ମଧ୍ୟପ୍ରଦେଶ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି।…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri