ବରଗଡ଼ରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଲା

ବରଗଡ଼ ଅଫିସ, ୧।୬: ବରଗଡ଼ ଜିଲାରେ ସୋମବାର ପୁଣି ୩ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅଞ୍ଚଳର ଏବଂ ତାମିଲନାଡୁ ଫେରନ୍ତା ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୋମବାର ନିଜ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।
ପୂର୍ବରୁ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. -୧୪ ଓ ବରପାଲି ବ୍ଲକ ଅନ୍ତର୍ଗତ ହଲଦୀପାଲି ଗ୍ରାମର ଜଣେ ଲେଖାଏ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭେଡେନରେ ୪ଜଣ, ଭଟଲରେ ୨ଜଣ ଚିହ୍ନଟ ହୋଇଥିଲେ। ସମସ୍ତ ଆକ୍ରାନ୍ତ ରାଉରକେଲାର ହାଇଟେକ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ସଂକ୍ରମିତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri