ବରଗଡ଼ରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା

ବରଗଡ଼ ଅଫିସ,୫ା୬: ବରଗଡ଼ ଜିଲାରେ ପୁଣି ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ସାତବନ୍ଧ, ଜାରିଂ କନପୁରୀ ଓ ବାନ୍ଦୁପାଲିର ଜଣେ ଲେଖାଏ ହୋଇଥିବା ବେଳେ ସମସ୍ତେ ତାମିଲନାଡୁ ଫେରନ୍ତା ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଶୁକ୍ରବାର ସୂଚନା ଦେଇଛନ୍ତି। ଏହାପରେ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ତେବେ ଏହା ପୂର୍ବରୁ ବରଗଡ଼ ପୌରପରିଷଦରେ ଜଣେ, ବରପାଲି ବ୍ଲକରୁ ଜଣେ, ଭେଡେନ୍‌ ବ୍ଲକରୁ ୪ଜଣ, ଭଟଲି ବ୍ଲକରୁ ୨ଜଣ ଏବଂ ବିଜେପୁର ବ୍ଲକରୁ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ତେବେ ଶୁକ୍ରବାର ପୁଣି ୪ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଜିଲାର ସମୁଦାୟ ୧୬ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ବିଜେପୁର ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଆକ୍ରାନ୍ତ ଚିହ୍ନଟ ହେବା ପରେ ସଂକ୍ରମିତ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଏବଂ ପାଶର୍‌ବବର୍ତ୍ତୀ ଅଞ୍ଚଳକୁ ବଫର ଜୋନ୍‌ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri