ବରଗଡ଼ରେ ପୋଲିସ ମହାନିର୍ଦ୍ଦେଶକ, ପରଖିଲେ ଲକ୍‌ଡାଉନ୍‌ ସ୍ଥିତି

ବରଗଡ଼ ଅଫିସ,୩୦।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ସେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହିତ ବରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ସେ ଓହ୍ଲାଇଥିଲେ। ସେଠାରୁ ଜିଲାର ବିଭିନ୍ନ ଅଞ୍ଚଳ ଯାଇ ପୋଲିସ ମହାନିର୍ଦ୍ଦେଶକ ଜିଲାରେ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ପ୍ରତିହତ ପାଇଁ ନିଆଯାଇଥିବା ପଦକ୍ଷେପ ତଥା ଲକ୍‌ ଡାଉନ୍‌ କଟକଣା ସ୍ଥିତି ଅନୁଧ୍ୟାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରାଞ୍ଚଳ ଡିଆଇଜି ହିମାଂଶୁ ଲାଲ, ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ, ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri